येशूले जवाफ दिनुभयो, "मलाई भूत लागेको छैन, तर म आफ्ना पिताको आदर गर्दछु, र तिमीहरू मेरो अनादर गर्दछौ।
ଯୀଶୁ ଉତ୍ତର ଦେଲେ, ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ ।


यसर्थ यदि हामीले तिमीहरूबाट केही भौतिक चीजको आशा गर्दा त्यो अधिक हुन्छ र?
ତୁମ୍ଭମାନଙ୍କ ମଧିଅରେ ଆମ୍ଭେ ଆତ୍ମିକ ବୀଜ ବୁଣିଅଛୁ, ତେଣୁ ଜୀବିକା ନିର୍ବାହ ପାଇଁ ତୁମ୍ଭ ପାର୍ଥିବ ଧନରୁ କିଛି ପାଇବାକୁ କ'ଣ ଆମ୍ଭର ଅଧିକାର ନାହିଁ ?

तपाई किन भन्नुहुन्छ कि इस्राएलले मलाई चाहन्छ?
ଆପଣ କାହିଁକି କହୁଛନ୍ତି ଇସ୍ରାଏଲୀୟମାନେ ମୋତେ ଗ୍ଭହାନ୍ତି?

20 किनकि परमेश्वरको राज्य कुरामा व्यक्त गरिदैन, तर शक्तिमा छ।
20 ଏହା ମୁଁ ଦେଖିବାକୁ ଇଚ୍ଛାକରେ, କାରଣ ପରମେଶ୍ବରଙ୍କ ରାଜ୍ଯ କବଳେ କଥା ରେ କହିବା ବିଷୟ ବସ୍ତୁ ନୁହେଁ, ମାତ୍ର ଶକ୍ତିର ବିଷୟ ଅଟେ।

मलाई लाग्छ यसको अभिप्राय ख्रीष्ट र मण्डलीसित छ।
ଖ୍ରୀଷ୍ଟ ଓ ମଣ୍ଡଳୀ ବିଷୟ େର ମୁଁ ଏହା କହୁଅଛି।

'तिनीहरूले यसो भन्दै एउटा नयाँ गीत गाएः 'तपाईं यो चर्मपत्रको मुट्ठो लिने र त्यसका मोहोरहरू तोड्ने योग्यका हुनुहुन्छ, तपाईं मारिनुभयो र आफ्नो रगतद्वारा तपाईंले परमेश्वरका निम्ति हरेक कुल, भाषा, मानिस र जातिबाट मानिसहरूलाई छुटकारा दिनुभयो।
ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,

उहाँले येशूलाई पठानुहुनेछ, जसलाई उहाँले तिमीहरूका निम्ति ख्रीष्टको रुपमा चुन्नु भएकोछ।
ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ବନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ, ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ ।

तर येशूले त्यसलाई यसो भन्दै हकार्नुभयो, "चूप लाग्, र त्यसबाट निस्किजा।
ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା ।

तर म तिमीहरूलाई भन्दछु,कि दाखको यस फलबाट म तबसम्म पिउनेछैनँ, जबसम्म आफ्ना पिताको राज्यमा तिमीहरूसँग नयाँ गरी पिउँदिनँ।
29କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ ।

'मलाई पठाउनुहुने पिताले खिँच्नुभएन भने कोही मकहाँ आउन सक्दैन, र म त्यसलाई अन्त्यको दिनमा जीवित पार्नेछु।
44 ମତ୍ପ୍ରେରକେଣ ପିତ୍ରା ନାକୃଷ୍ଟଃ କୋପି ଜନୋ ମମାନ୍ତିକମ୍ ଆଯାତୁଂ ନ ଶକ୍ନୋତି କିନ୍ତ୍ୱାଗତଂ ଜନଂ ଚରମେଽହ୍ନି ପ୍ରୋତ୍ଥାପଯିଷ୍ୟାମି_

सबै मानिसहरूले जवाफ दिए, "हामी यस मानिसको मृत्युको भागी साथ-साथै हाम्रा छोरा छोरीहरू हुनेछन्।
25ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ ।

10 अय्यूबले आफ्ना मित्रहरूको लागि प्रार्थना गरे।
10 ଆୟୁବ ତା'ର ବନ୍ଧୁମାନଙ୍କ ପାଇଁ ପ୍ରାର୍ଥନା କଲା।

जाओ, हेर, म तिमीहरूलाई ब्वाँसाहरूको बीचमा भेडाका पाठाहरूझैं पठाउँछु।
୩. ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି ।

यहुदी वा ग्रीक, कमारो वा फुक्का (स्वतन्त्र) हामी सबैलाई एउटै पवित्र आत्माबाट पिउन दिइयो ।
ଯେଣୁ ଆମ୍ଭେମାନେ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଦାସ ହେଉ ବା ସ୍ବାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ବାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛୁ ।

"मलाई पठाउनुहुने पिताले खिँच्नुभएन भने कोही मकहाँ आउन सक्दैन, र म त्यसलाई अन्त्यको दिनमा जीवित पार्नेछु ।
44 ମତ୍ପ୍ରେରକେଣ ପିତ୍ରା ନାକୃଷ୍ଟଃ କୋପି ଜନୋ ମମାନ୍ତିକମ୍ ଆଯାତୁଂ ନ ଶକ୍ନୋତି କିନ୍ତ୍ୱାଗତଂ ଜନଂ ଚରମେଽହ୍ନି ପ୍ରୋତ୍ଥାପଯିଷ୍ୟାମି_

I have worked here since 1999 = मैले १९९९ देखि यहाँ काम गरिराखेको छु (आज पनि गरिराखेको छु)
I have worked here since 1999. = ମୁଁ 1999 ରୁ ଏଠାରେ କାମ କରୁଛି (ଆଜି ମଧ୍ୟ କରୁଛି).

अर्को भिन्नता के थियो भने ती अरू पूजाहारीहरूको सङ्ख्या धेरै भएको थियो, कारण तिनीहरू मरेर जानुपरेकोले आफ्नो सेवा सधैँभरि गर्न सकेनन्।
ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,

५० अनि पूरै जाति नाश हुनुभन्दा सबै मानिसहरूको निम्ति एक जना मानिस मर्नु तिमीहरूको निम्ति फाइदाजनक हो भनेर तिमीहरू सोच्दैनौ।
50 ସମଗ୍ରଦେଶସ୍ୟ ୱିନାଶତୋପି ସର୍ୱ୍ୱଲୋକାର୍ଥମ୍ ଏକସ୍ୟ ଜନସ୍ୟ ମରଣମ୍ ଅସ୍ମାକଂ ମଙ୍ଗଲହେତୁକମ୍ ଏତସ୍ୟ ୱିୱେଚନାମପି ନ କୁରୁଥ_

18 तीन दिनपछि यूसुफले तिनीहरूलाई भने, "म परमेश्वरको डर मान्ने मानिस हुँ।
18 ତିନିଦିନ ପର, େଯାେଷଫ େସମାନଙ୍କୁ କହିେଲ, "ମୁଁ ପରେମଶ୍ବରଙ୍କୁ ଭୟ କେର।

अरू प्रधान पूजाहारीहरूले गरेजस्तै उहाँले आफ्नो र अरूको पापलाई मेट्न दिनदिनै बलि चढाइरहनुपर्दैन किनभने उहाँले सधैँभरि पुग्ने गरी एकै चोटि आफैंलाई बलि चढाउनुभयो।
ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ବାରା ସେ ଏକାଥରକେ ଏହା କରିଅଛନ୍ତି ।

34 मानिसहरूले भने, "प्रभु, त्यो रोटी हामीलाई सधैँ दिनुहोस्।
34 ଲୋକମାନେ କହିଲେ, "ମହାଶୟ, ଆମ୍ଭକୁ ସବୁବେଳେ ଏହି ଖାଦ୍ୟ ଖାଇବକୁ ଦିଅନ୍ତୁ।

किनभने साँच्चै तपाईंले अभिषेक गर्नुभएका, तपाईंका पवित्र सेवक येशूको विरुद्धमा हेरोद र पन्तियस पिलातस दुवै जना, अन्यजाति र इस्राएलीहरूसँग यसै सहरमा भेला भएका थिए।
କାରଣ ତୁମ୍ଭର ଯେଉଁ ପବିତ୍ର ଦାସ ଯୀଶୁଙ୍କୁ ତୁମ୍ଭେ ଅଭିଷିକ୍ତ କଲ, ପ୍ରକୃତରେ ତାହାଙ୍କ ବିରୁଦ୍ଧରେ ହେରୋଦ ଏବଂ ପନ୍ତୀୟ ପୀଲାତ ଉଭୟ ବିଜାତି ଓ ଇସ୍ରାଏଲ ଲୋକମାନଙ୍କ ସହିତ ଏହି ନଗରରେ,

यहूदीहरूले उसलाई उत्तर दिए, "हाम्रो व्यवस्था बमोजिम ऊ मर्नै पर्छ, किनभने उसले दावी गरेको छ कि ऊ परमेश्वरको पुत्र हो।
7 ଯିହୂଦୀମାନେ ଉତ୍ତର ଦେଲେ, "ଆମ୍ଭର ବ୍ୟବସ୍ଥା ଅନୁସାରେ ସେ ମୃତ୍ୟୁଦଣ୍ଡ ପାଇବା ଉଚିତ୍ କାରଣ ସେ ନିଜକୁ ପରମେଶ୍ୱରଙ୍କର ପୁତ୍ର ବୋଲି କହିଅଛି।

"यसमा अचम्म नमान किनभने बेला आउँदै छ, जब चिहानमा हुनेहरू सबैले उसको स्वर सुन्नेछन् र बाहिर निस्किआउनेछन्।
28 ଏତଦର୍ଥେ ଯୂଯମ୍ ଆଶ୍ଚର୍ୟ୍ୟଂ ନ ମନ୍ୟଧ୍ୱଂ ଯତୋ ଯସ୍ମିନ୍ ସମଯେ ତସ୍ୟ ନିନାଦଂ ଶ୍ରୁତ୍ୱା ଶ୍ମଶାନସ୍ଥାଃ ସର୍ୱ୍ୱେ ବହିରାଗମିଷ୍ୟନ୍ତି ସମଯ ଏତାଦୃଶ ଉପସ୍ଥାସ୍ୟତି_

नासरतका येशूले यो ठाउँ ध्वंश पार्नु हुनेछ अनि मोशाले हामीलाई दिनुभएको दस्तुरहरू बद्लिदिनु हुनेछ भनी यो मानिसले भनेको सुनेकाछौं।
କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ବଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହିସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ ।

र उहाँले तपाईंहरूका निम्ति अघिबाटै नियुक्त गर्नुभएको ख्रीष्ट, अर्थात् येशूलाई पठाइदिनुहुन्छ।
ତାହାହେଲେ ପ୍ରଭୁଙ୍କ ଛାମୁରୁ ସାନ୍ତ୍ବନାର ସମୟ ଉପସ୍ଥିତ ହେବ; ପୁଣି, ଆପଣମାନଙ୍କ ନିମନ୍ତେ ପୂର୍ବନିରୂପିତ ଖ୍ରୀଷ୍ଟଙ୍କୁ, ଅର୍ଥାତ୍ ଯୀଶୁଙ୍କୁ ସେ ପ୍ରେରଣ କରିବେ ।

"यसमा अचम्म नमान किनभने बेला आउँदै छ, जब चिहानमा* हुनेहरू सबैले उसको स्वर सुन्नेछन् र बाहिर निस्किआउनेछन्।
28 ଏତଦର୍ଥେ ଯୂଯମ୍ ଆଶ୍ଚର୍ୟ୍ୟଂ ନ ମନ୍ୟଧ୍ୱଂ ଯତୋ ଯସ୍ମିନ୍ ସମଯେ ତସ୍ୟ ନିନାଦଂ ଶ୍ରୁତ୍ୱା ଶ୍ମଶାନସ୍ଥାଃ ସର୍ୱ୍ୱେ ବହିରାଗମିଷ୍ୟନ୍ତି ସମଯ ଏତାଦୃଶ ଉପସ୍ଥାସ୍ୟତି_

यदि तिमीहरूले मलाई चिन्दछौ भने, तिमीहरूले मेरो पितालाई पनि चिन्दछौ।
7 ଯଦି ମାମ୍ ଅଜ୍ଞାସ୍ୟତ ତର୍ହି ମମ ପିତରମପ୍ୟଜ୍ଞାସ୍ୟତ କିନ୍ତ୍ୱଧୁନାତସ୍ତଂ ଜାନୀଥ ପଶ୍ୟଥ ଚ_

NEPA म तिमीहरूलाई भन्छु, न्यायको दिन त्यो शहरका मानिसहरूको अवस्था सदोमका मानिसहरूको भन्दा अझ असहनीय हुनेछ।
' 12 ମୁଁ ତୁମ୍ଭମାନଙ୍କୁ କହୁଛି ଯେ ବିଗ୍ଭର ହେବା ଦିନ ସେହି ନଗରର ଲୋକମାନଙ୍କର ଦଶା ସଦୋମର ଲୋକମାନଙ୍କ ଦଶା ଅପେକ୍ଷା ଅଧିକ ଖରାପ ହେବ।

7 यदि तिमीहरूले मलाई चिनेको भए तब मेरो पितालाई पनि चिन्ने थियौ।
7 ତୁମ୍ଭେ ଯଦି ମୋତେ ପ୍ରକୃତରେ ଜାଣିଥା'ନ୍ତ, ତେବେ ପରମପିତାଙ୍କୁ ମଧ୍ୟ ଜାଣିଥାଆନ୍ତ।

"यसरी एक दिन मुख्य पूजाहारीहरूको अधिकार र आज्ञा पाएर म दमस्कस सहरतिर जाँदै थिएँ।
12 "ଥରେ ମୁଖ୍ୟ ଯାଜକମାନେ ମୋତେ ଦମ୍ମେସକ ନଗରକୁ ଯିବା ପାଇଁ ଅନୁମତି ଓ କ୍ଷମତା ଦେଲେ।

त्यही दिन, अर्थात् हप्ताको पहिलो दिनको साँझ, जब यहूदीहरूको डरले चेलाहरू ढोकाहरू बन्द गरेर भित्र बसेका थिए, येशू आएर तिनीहरूका माझमा उभिनुभयो, र तिनीहरूलाई भन्नुभयो, "तिमीहरूलाई शान्ति!
ସେହିଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ବାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ ।

८ त्यसैले तिनीहरूजस्तो नहोओ किनभने तिमीहरूले माग्नुभन्दा अघिनै तिमीहरूलाई के चाहिन्छ भनेर परमेश्वर, तिमीहरूका बुबालाई थाह छ।
8ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କ'ଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ୱର ତାହା ଜାଣନ୍ତି ।

यूहन्ना ज्योति थिएनन्, तर उनी ज्योतिको बारेमा साक्षी दिन आएका थिए।
8 ସ ସ୍ୱଯଂ ତଜ୍ଜ୍ୟୋତି ର୍ନ କିନ୍ତୁ ତଜ୍ଜ୍ୟୋତିଷି ପ୍ରମାଣଂ ଦାତୁମାଗମତ୍_

उहाँहरू गालीलमा भेला हुँदा येशूले तिनीहरूलाई भन्नुभयो, "मानिसको पुत्र मानिसहरूका हातमा सुम्पिइनेछ।
ଆଉ, ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,

६ ती दिनहरूमा मानिसहरूले मृत्यु खोज्नेछन् तर कुनै हालतमा भेट्टाउनेछैनन् अनि तिनीहरू मर्न चाहनेछन् तर मृत्यु भने तिनीहरूबाट पर-पर भाग्नेछ।
ସେହି ସମୟରେ ମନୁଷ୍ୟମାନେ ମୃତ୍ୟୁର ଅନ୍ବେଷଣ କରିବେ, କିନ୍ତୁ କୌଣସି ପ୍ରକାରେ ତାହାର ଉଦ୍ଦେଶ୍ୟ ପାଇବେ ନାହିଁ; ସେମାନେ ମରିବାକୁ ବାଞ୍ଛା କରିବେ, କିନ୍ତୁ ମୃତ୍ୟୁ ସେମାନଙ୍କଠାରୁ ପଳାୟନ କରିବ ।

तिमीले देखेको त्यस स्त्री त्यो महानगर हो जसले पृथ्वीका राजाहरुमाथि शासन गर्छे।
18 ତୁମ୍ଭେ ଯେଉଁ ସ୍ତ୍ରୀକୁ ଦେଖିଲ, ସେ ପୃଥିବୀର ରାଜାମାନଙ୍କ ଉପରେ ରାଜତ୍ବ କରୁଥିବା, ସହେି ମହାନଗରୀକୁ ବୁଝାଏ।

आखिरमा दाजुभाइहरू, हाम्रो लागि प्रार्थना गरिदेओ, यसो गर्नाले तिमीहरूका बीचमा भएझैँ प्रभुको सुसमाचार चारैतिर चाँडै फैलिएर यसको ठूलो आदर हुनेछ।
୧ ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେପରି, ସେହିପରି ଚାରିଆଡ଼େ ଶୀଘ୍ର ବ୍ୟାପିଯାଇ ଗୌରବ ପାଇବ, ୨ ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ ।

त्यसपछि साँझ नै दिन, ढोका जहाँ चेलाहरू यहूदीहरूको डरले भेला थिए बन्द थिए जब सप्ताह, पहिलो दिन भएर येशूले आए र बीचमा उभिएर, र तिनीहरूलाई भन्नुभयो, शान्ति तिमीहरूलाई हुन।
ସେହିଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ବାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ ।

तर जब तिनीहरूले यो सुने, तब ठूलादेखि सुरु गरी सानासम्म एक-एक गरेर गए, र येशू त्यस स्त्रीसँग एकलै छोडिनुभयो, अनि त्यो स्त्रीचाहिँ उहाँको अगि उभिरही।
9 ତାଂ କଥଂ ଶ୍ରୁତ୍ୱା ତେ ସ୍ୱସ୍ୱମନସି ପ୍ରବୋଧଂ ପ୍ରାପ୍ୟ ଜ୍ୟେଷ୍ଠାନୁକ୍ରମଂ ଏକୈକଶଃ ସର୍ୱ୍ୱେ ବହିରଗଚ୍ଛନ୍ ତତୋ ଯୀଶୁରେକାକୀ ତଯକ୍ତ୍ତୋଭୱତ୍ ମଧ୍ୟସ୍ଥାନେ ଦଣ୍ଡାଯମାନା ସା ଯୋଷା ଚ ସ୍ଥିତା_

तिमीहरूको विश्वास मानिसको ज्ञानमा होइन तर परमेश्वरको शक्तिमा आधारित होस् भनि मैले त्यसो गरें।
5 ତୁମ୍ଭ ବିଶ୍ୱାସ ମନୁଷ୍ୟର ଜ୍ଞାନର ନ ହୋଇ ପରମେଶ୍ୱରଙ୍କ ଶକ୍ତିରେ ହେଉ, ସେଥିପାଇଁ ମୁଁ ଏପରି କଲି।

म तिनीहरूलाई धन्यवाद दिन्छु र गैर-यहूदीहरूका सबै मण्डलीहरू पनि कृतज्ञ छन्।
କେବଳ ମୁଁ ନୁହେଁ ସମସ୍ତ ଅଣଯିହୂଦୀୟ ମଣ୍ତଳୀର ଲୋକମାନେ ମଧ୍ୟ ସେମାନଙ୍କ ପ୍ରତି କୃତଜ୍ଞ।

अनि हरेक दिन तिनीहरूले मन्दिरमा र घर-घरमा गएर येशू नै ख्रीष्ट हुनुहुन्छ भनी सिकाउन र प्रचार गर्न छोड़ेनन्।
ଆଉ, ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାରୁ ଓ ଯୀଶୁ ଯେ ଖ୍ରୀଷ୍ଟ, ଏହି ସୁସମାଚାର ପ୍ରଚାର କରିବାରୁ କ୍ଷା; ହେଲେ ନାହିଁ ।

14 आदमका सातौं सन्तान हनोकले तिनीहरुको बारेमा येसो भनेका छन् "हेर, प्रभु उहाँका हजारौं हजारौं पवित्र दूतहरुसंग आउँनु हुँदैछ।
14 ଆଦମଙ୍କଠାରୁ ପୁରୁଷାନୁକ୍ରମେ ସପ୍ତମ ପୁରୁଷ ରେ ଜାତ ହନୋକ ଏହି ଲୋକମାନଙ୍କ ବିଷୟ ରେ ଏହି କଥା କହିଥିଲେ: " ଦେଖ ପ୍ରଭୁ ତାହାଙ୍କର ହଜାର ହଜାର ପବିତ୍ର ସ୍ବର୍ଗଦୂତମାନଙ୍କ ସହିତ ଆସୁଛନ୍ତି।

र यस कारण कि तिमीहरूमध्ये धेरै जसो उद्दण्ड र उल्लंघनकारी छन् ।
ଏହି ହେତୁ ତୁମ୍ଭମାନଙ୍କ ମଧ୍ୟରେ ଅନେକେ ଦୁର୍ବଳ ଓ ପୀଡ଼ିତ, ପୁଣି, ଅନେକେ ମହାନିଦ୍ରାପ୍ରାପ୍ତ ଅଟନ୍ତି ।

सबै स्वर्गदूतहरू आत्मा हुन् जो परमेश्वरको सेवा गर्छन् अनि उद्धार पाउनेहरूको सहायता गर्न तिनीहरूलाई पठाइन्छन्।
ଏମାନେ ସମସ୍ତେ କଅଣ ସେବାକାରୀ ଆତ୍ମା ନୁହନ୍ତି, ପୁଣି ପରିତ୍ରାଣର ଭାବୀ ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାନ୍ତି?

34 मानिसहरूले भने, "प्रभु, त्यो रोटी हामीलाई संधैं दिनुहोस्।
34 ଲୋକମାନେ କହିଲେ, "ମହାଶୟ, ଆମ୍ଭକୁ ସବୁବେଳେ ଏହି ଖାଦ୍ୟ ଖାଇବକୁ ଦିଅନ୍ତୁ।

९ चालीस वर्षसम्म मेरो काम देख्दादेख्दै पनि त्यतिखेर मेरो परीक्षा लिएर तिमीहरूका पुर्खाहरूले मलाई चुनौती दिएका थिए।
9 ଗ୍ଭଳିଶ୍ ବର୍ଷ ଧରି ତୁମ୍ଭ ଲୋକମାନେ ମରୁଭୂମିରେ ମୋର କାର୍ଯ୍ୟ ଗୁଡ଼ିକ ଦେଖିଲେ।

12 मइँ तउ बस भलाई ही भलाई किहेउँ ह।
12 ମୁଁ କେବଳ ଭଲ କାର୍ୟ୍ଯ କରିଛି।

'उनिहरु धेरै वर्ष पेरिसमा बसेकाछन् - उनिहरु छोड्न चाहदैनन् होला.
'ସେମାନେ ବହୁତ ବର୍ଷ ପ୍ୟାରିସ୍ ରେ ରହିଛନ୍ତି - ସେମାନେ ଛାଡିବାକୁ ଚାଁହିବେନି .